ଯିରିମୀୟ 38:22 - ପବିତ୍ର ବାଇବଲ22 ଦେଖନ୍ତୁ, ଯିହୁଦାର ରାଜଗୃହରେ ଯେତେ ସ୍ତ୍ରୀଲୋକ ଅବଶିଷ୍ଟ ଅଛନ୍ତି, ସେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ଏହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ବନ୍ଧୁମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି, ଆଉ ଏବେ ତୁମ୍ଭର ପାଦ ପଙ୍କରେ ନିମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’ Ver Capítuloପବିତ୍ର ବାଇବଲ (Re-edited) - (BSI)22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି। Ver Capítuloଓଡିଆ ବାଇବେଲ22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦ୍ମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’ Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଦେଖନ୍ତୁ, ଯେତେ ସ୍ତ୍ରୀଲୋକ ଯିହୁଦାର ରାଜଗୃହରେ ଅବଶିଷ୍ଟ ଅଛନ୍ତି, ସେମାନେ ସମସ୍ତେ ବାବିଲ ରାଜାର ଅଧିପତିମାନଙ୍କ ନିକଟକୁ ଅଣାଯିବେ, ଆଉ ସେହି ସ୍ତ୍ରୀମାନେ କହିବେ, ‘ତୁମ୍ଭର ସୁହୃଦମାନେ ତୁମ୍ଭକୁ ପ୍ରବର୍ତ୍ତାଇ ତୁମ୍ଭକୁ ପରାସ୍ତ କରିଅଛନ୍ତି; ଆଉ, ଏବେ ତୁମ୍ଭର ପାଦ ପଙ୍କରେ ମଗ୍ନ ହେବାରୁ ସେମାନେ ତୁମ୍ଭଠାରୁ ବିମୁଖ ହୋଇଅଛନ୍ତି।’ Ver Capítulo |