ଯିରିମୀୟ 41:9 - ପବିତ୍ର ବାଇବଲ9 ଇଶ୍ମାୟେଲ ସେହି କୂପକୁ ନିହତମାନଙ୍କ ଶବରେ ଗଦଲିୟର ଶବ ସହିତ ପରିପୂର୍ଣ୍ଣ କଲା। ସେହି କୂପକୁ ଆସାର ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲା, ଯୁଦ୍ଧ ସମୟରେ ପାଣି ଯୋଗାଇବାକୁ ସେହି କୂପ ଖୋଳା ଯାଇଥିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)9 ଇଶ୍ମାୟେଲ ଯେଉଁ କୂପରେ ଆପଣା ଦ୍ଵାରା ହତ ଲୋକମାନଙ୍କର ଶବ ଗଦଲୀୟର ଶବ ନିକଟରେ ପକାଇ ଦେଲା, ସେହି କୂପ ଆସା ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲେ; ପୁଣି, ନଥନୀୟର ପୁତ୍ର ଇଶ୍ମାୟେଲ ହତ ଲୋକମାନଙ୍କ ଶବରେ ତାହା ପରିପୂର୍ଣ୍ଣ କଲା। Ver Capítuloଓଡିଆ ବାଇବେଲ9 ଇଶ୍ମାୟେଲ ଯେଉଁ କୂପରେ ଆପଣା ଦ୍ୱାରା ହତ ଲୋକମାନଙ୍କର ଶବ ଗଦଲୀୟଙ୍କ ଶବ ନିକଟରେ ପକାଇ ଦେଲା, ସେହି କୂପ ଆସା ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲେ; ପୁଣି, ନଥନୀୟର ପୁତ୍ର ଇଶ୍ମାୟେଲ ହତ ଲୋକମାନଙ୍କ ଶବରେ ତାହା ପରିପୂର୍ଣ୍ଣ କଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଇଶ୍ମାୟେଲ ଯେଉଁ କୂପରେ ଆପଣା ଦ୍ୱାରା ହତ ଲୋକମାନଙ୍କର ଶବ ଗଦଲୀୟଙ୍କ ଶବ ନିକଟରେ ପକାଇଦେଲା, ସେହି କୂପ ଆସା ରାଜା, ଇସ୍ରାଏଲର ବାଶା ରାଜାର ଭୟରେ ପ୍ରସ୍ତୁତ କରିଥିଲେ; ପୁଣି, ନଥନୀୟର ପୁତ୍ର ଇଶ୍ମାୟେଲ ହତ ଲୋକମାନଙ୍କ ଶବରେ ତାହା ପରିପୂର୍ଣ୍ଣ କଲା। Ver Capítulo |