ଯିରିମୀୟ 42:21 - ପବିତ୍ର ବାଇବଲ21 ତେଣୁ ଆଜି ସଦାପ୍ରଭୁଙ୍କ ସେହି ବାକ୍ୟ ତୁମ୍ଭମାନଙ୍କୁ ଜଣାଇଲି। ମାତ୍ର ତୁମ୍ଭେମାନେ ସଦାପ୍ରଭୁଙ୍କର ସେହି ବାକ୍ୟ ପ୍ରତି ଧ୍ୟାନ ଦେଲ ନାହିଁ। ଆଉ ତୁମ୍ଭମାନଙ୍କ ପରମେଶ୍ୱର ଯାହା କରିବାକୁ ମୋତେ କହି ପଠାଇଲେ, ତାହା ତୁମ୍ଭେମାନେ କଲ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)21 ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ। Ver Capítuloଓଡିଆ ବାଇବେଲ21 ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ଆଜି ମୁଁ ତୁମ୍ଭମାନଙ୍କୁ ତାହା ଜଣାଇଲି; ମାତ୍ର ଯେଉଁ ବିଷୟରେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇଲେ, ତହିଁର କୌଣସି ବିଷୟରେ ତୁମ୍ଭେମାନେ ତାହାଙ୍କ ରବରେ ମନୋଯୋଗ କଲ ନାହିଁ। Ver Capítulo |