ଯିରିମୀୟ 43:11 - ପବିତ୍ର ବାଇବଲ11 ପୁଣି ସେ ମିଶର ଦେଶକୁ ଆକ୍ରମଣ କରି ମୃତ୍ୟୁଯୋଗ୍ୟ ଲୋକଙ୍କୁ ମୃତ୍ୟୁରେ, ବନ୍ଦୀ ହେବା ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ଼୍ଗଯୋଗ୍ୟ ଲୋକଙ୍କୁ ଖଡ଼୍ଗରେ ସମର୍ପଣ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)11 ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁଯୋଗ୍ୟ ଲୋକଙ୍କୁ ମୃତ୍ୟୁରେ, ବନ୍ଦୀତ୍ଵର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ଵରେ ଓ ଖଡ଼୍ଗଯୋଗ୍ୟ ଲୋକଙ୍କୁ ଖଡ଼୍ଗରେ ସମର୍ପଣ କରିବ। Ver Capítuloଓଡିଆ ବାଇବେଲ11 ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ। Ver Capítulo |