ଯିରିମୀୟ 44:28 - ପବିତ୍ର ବାଇବଲ28 ଖଡ଼୍ଗରୁ ରକ୍ଷା ପାଇ ଅଳ୍ପ କେତେକ ଲୋକ ମିଶରରୁ ଯିହୁଦାକୁ ଫେରିଯିବେ। ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିଶର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକେ, ସେମାନେ ଜାଣିବେ କାହାର ବାକ୍ୟ ବିଶ୍ୱାସ ଯୋଗ୍ୟ, ମୋର ନା ସେମାନଙ୍କର।” Ver Capítuloପବିତ୍ର ବାଇବଲ (Re-edited) - (BSI)28 ପୁଣି, ଖଡ଼୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ। Ver Capítuloଓଡିଆ ବାଇବେଲ28 ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରି ଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି, ଖଡ୍ଗରୁ ରକ୍ଷାପ୍ରାପ୍ତ ଅଳ୍ପସଂଖ୍ୟକ ଲୋକ ମିସର ଦେଶରୁ ଯିହୁଦା ଦେଶକୁ ଫେରିଯିବେ; ତହିଁରେ ଯେଉଁମାନେ ପ୍ରବାସ କରିବା ପାଇଁ ମିସର ଦେଶକୁ ଯାଇଅଛନ୍ତି, ଯିହୁଦାର ସେହି ଅବଶିଷ୍ଟାଂଶ ଲୋକ ସମସ୍ତେ, ଆମ୍ଭର କି ସେମାନଙ୍କର କାହାର ବାକ୍ୟ ଅଟଳ ହେବ, ଏହା ଜାଣିବେ। Ver Capítulo |