ଯିରିମୀୟ 44:29 - ପବିତ୍ର ବାଇବଲ29 ପୁଣି ସଦାପ୍ରଭୁ କହନ୍ତି, ‘ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପାଇଁ ପ୍ରମାଣ ସ୍ୱରୂପ ହେବ। ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭମାନଙ୍କର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ। Ver Capítuloପବିତ୍ର ବାଇବଲ (Re-edited) - (BSI)29 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ତ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ଵରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ। Ver Capítuloଓଡିଆ ବାଇବେଲ29 ପୁଣି, ସଦାପ୍ରଭୁ କହନ୍ତି, “ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନ ସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା ଓ ତାହା ତୁମ୍ଭମାନଙ୍କ ପ୍ରତି ଚିହ୍ନସ୍ୱରୂପ ହେବ, ତହିଁରେ ତୁମ୍ଭମାନଙ୍କର ଅମଙ୍ଗଳ ନିମନ୍ତେ ଆମ୍ଭର ବାକ୍ୟ ଯେ ନିଶ୍ଚୟ ଅଟଳ ହେବ, ଏହା ତୁମ୍ଭେମାନେ ଜାଣିବ। Ver Capítulo |