ଯିରିମୀୟ 48:42 - ପବିତ୍ର ବାଇବଲ42 ମୋୟାବ ଲୁପ୍ତ ହେବ ଓ ସେ ଏକ ଗୋଷ୍ଠୀ ହୋଇ ରହିବ ନାହିଁ। କାରଣ ସେ ସଦାପ୍ରଭୁଙ୍କଠାରୁ ନିଜକୁ ବଡ଼ ମନେ କରେ।” Ver Capítuloପବିତ୍ର ବାଇବଲ (Re-edited) - (BSI)42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି। Ver Capítuloଓଡିଆ ବାଇବେଲ42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 ପୁଣି, ମୋୟାବ ଲୁପ୍ତ ହେବ, ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧରେ ଆପଣାକୁ ବଡ଼ କରିଅଛି। Ver Capítulo |