ଯିରିମୀୟ 48:5 - ପବିତ୍ର ବାଇବଲ5 କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରି ଉପରକୁ ଉଠିବେ। ଯେହେତୁ ହୋରୋନୟିମର ଗଡ଼ାଣି ପଥରେ ସେମାନେ ବିନାଶ ହେତୁ ସଙ୍କଟ ସୂଚକ କ୍ରନ୍ଦନ ଶୁଣିଅଛନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)5 କାରଣ ଲୁହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। Ver Capítuloଓଡିଆ ବାଇବେଲ5 କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଲୂହୀତର ଉଠାଣି ପଥରେ ଲୋକମାନେ କ୍ରମାଗତ କ୍ରନ୍ଦନ କରୁ କରୁ ଉପରକୁ ଯିବେ; ଯେହେତୁ ହୋରୋନୟିମର ଗଡ଼ନ୍ତି ପଥରେ ସେମାନେ ବିନାଶ ହେତୁ ସଙ୍କଟସୂଚକ କ୍ରନ୍ଦନ ଶୁଣିଅଛନ୍ତି। Ver Capítulo |