ଯିରିମୀୟ 49:19 - ପବିତ୍ର ବାଇବଲ19 “ଏବଂ ଯର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାୟୀ ଗ୍ଭରଣଭୂମିରେ ଥିବା ସେହିମାନଙ୍କୁ ଦୂର କରି ଦେବା ପାଇଁ ଆସିବା ପରି, ଆମ୍ଭେ ହଠାତ୍ ସେମାନଙ୍କ ସ୍ଥାନରୁ ଇଦୋମକୁ ଅନୁଧାବନ କରିବା। ଆଉ ଆମ୍ଭର ମନୋନୀତ ଲୋକ ତାହା ଉପରେ ଶାସନ କରିବା ପାଇଁ ଆମ୍ଭେ ନିଯୁକ୍ତ କରିବା। କାରଣ ମୋ’ ପରି କିଏ ଅଛି? ଏପରି ପାଳକ କେହି ଅଛି, ଯିଏ କି ଆମ୍ଭ ସମ୍ମୁଖରେ ଠିଆ ହେବ?” Ver Capítuloପବିତ୍ର ବାଇବଲ (Re-edited) - (BSI)19 ଦେଖ, ସେ ଦୃଢ଼ ନିବାସ-ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ-ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ? ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି? Ver Capítuloଓଡିଆ ବାଇବେଲ19 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି ? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି ? Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଦେଖ, ସେ ଦୃଢ଼ ନିବାସ ସ୍ଥାନ ବିରୁଦ୍ଧରେ ସିଂହ ପରି ଯର୍ଦ୍ଦନର ଦର୍ପ ସ୍ଥାନରୁ ଉଠି ଆସିବ; ମାତ୍ର ଆମ୍ଭେ ହଠାତ୍ ତାହା ନିକଟରୁ ତାହାକୁ ଦୂର କରିଦେବା; ଆଉ, ମନୋନୀତ ଯେଉଁ ଲୋକ, ତାହା ଉପରେ ଆମ୍ଭେ ତାହାକୁ ନିଯୁକ୍ତ କରିବା; କାରଣ ଆମ୍ଭ ପରି କିଏ ଅଛି? ଆମ୍ଭ ପାଇଁ କିଏ ସମୟ ନିରୂପଣ କରିବ ଓ ଆମ୍ଭ ସମ୍ମୁଖରେ ଯେ ଠିଆ ହୋଇପାରେ, ଏପରି ପାଳକ କିଏ ଅଛି? Ver Capítulo |