La Biblia Online

- Anuncios -




ଯିରିମୀୟ 49:30 - ପବିତ୍ର ବାଇବଲ

30 ସଦାପ୍ରଭୁ କହନ୍ତି, “ହେ ହା‌‌‌ତ୍‌‌‌ସୋର ନିବାସୀଗଣ, ପଳାୟନ କର। ନିରାପଦ ସ୍ଥାନରେ ଲୁଚି ରୁହ। କାରଣ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି। ସେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ ପାଇଁ ସଂକଳ୍ପ କରିଅଛି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

30 ସଦାପ୍ରଭୁ କହନ୍ତି, ହେ ହାତ୍ସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଙ୍କଳ୍ପ ସ୍ଥିର କରିଅଛି।

Ver Capítulo Copiar

ଓଡିଆ ବାଇବେଲ

30 ସଦାପ୍ରଭୁ କହନ୍ତି, “ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।”

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସଦାପ୍ରଭୁ କହନ୍ତି, ହେ ହାସୋର ନିବାସୀମାନେ, ପଳାୟନ କର, ଦୂରରେ ଭ୍ରମଣ କର, ଗଭୀର ସ୍ଥାନରେ ବାସ କର; କାରଣ ବାବିଲର ରାଜା ନବୂଖଦ୍‍ନିତ୍ସର ତୁମ୍ଭମାନଙ୍କ ବିରୁଦ୍ଧରେ ମନ୍ତ୍ରଣା କରିଅଛି ଓ ତୁମ୍ଭମାନଙ୍କ ବିରୁଦ୍ଧରେ ଗୋଟିଏ ସଂକଳ୍ପ ସ୍ଥିର କରିଅଛି।

Ver Capítulo Copiar




ଯିରିମୀୟ 49:30

Síguenos en:

Anuncios


Anuncios