ଯିରିମୀୟ 51:49 - ପବିତ୍ର ବାଇବଲ49 “ବାବିଲର ପତନ ନିଶ୍ଚିତ ହେବ, କାରଣ ସେ ଇସ୍ରାଏଲର ଲୋକମାନଙ୍କୁ ନିପାତିତ କରିଅଛି ଓ ପୃଥିବୀର ସମୁଦାୟ ଦେଶର ଲୋକଙ୍କୁ ବଧ କରିଅଛି। Ver Capítuloପବିତ୍ର ବାଇବଲ (Re-edited) - (BSI)49 ବାବିଲ ଯେପରି ଇସ୍ରାଏଲ ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। Ver Capítuloଓଡିଆ ବାଇବେଲ49 “ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ବାବିଲ ଯେପରି ଇସ୍ରାଏଲର ହତ ଲୋକମାନଙ୍କୁ ନିପାତିତ କରାଇଅଛି, ସେପରି ସମୁଦାୟ ଦେଶର ହତ ଲୋକମାନେ ବାବିଲରେ ପତିତ ହେବେ। Ver Capítulo |