ଯିରିମୀୟ 6:5 - ପବିତ୍ର ବାଇବଲ5 ତେଣୁ ଉଠ, ଆସ ଆମ୍ଭେମାନେ ରାତ୍ରିରେ ଆକ୍ରମଣ କରିବା ଓ ରାଜପ୍ରାସାଦଗୁଡ଼ିକୁ ଧ୍ୱଂସ କରିବା।” Ver Capítuloପବିତ୍ର ବାଇବଲ (Re-edited) - (BSI)5 ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ। Ver Capítuloଓଡିଆ ବାଇବେଲ5 ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 “ଉଠ, ଆମ୍ଭେମାନେ ରାତ୍ରିରେ ଯାତ୍ରା କରୁ ଓ ତାହାର ଅଟ୍ଟାଳିକାସବୁ ବିନାଶ କରୁ।” Ver Capítulo |