ଯୂନସ 2:8 - ପବିତ୍ର ବାଇବଲ8 “କେତେକ ଲୋକ ମୂଲ୍ୟହୀନ ପିତୁଳା ପୂଜା କରନ୍ତି କିନ୍ତୁ ସେହି ପିତୁଳା ସେମାନଙ୍କୁ କେବେ ସାହାଯ୍ୟ କରେ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ଯେଉଁମାନେ ମିଥ୍ୟା ଅସାର ବସ୍ତୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି। Ver Capítuloଓଡିଆ ବାଇବେଲ8 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯେଉଁମାନେ ଅସାର ପ୍ରତିମାଗଣକୁ ମାନନ୍ତି, ସେମାନେ ନିଜ ଦୟାନିଧିଙ୍କୁ ପରିତ୍ୟାଗ କରନ୍ତି। Ver Capítulo |