ବିଳାପ 3:30 - ପବିତ୍ର ବାଇବଲ30 ସେ ତାହାକୁ ପ୍ରହାର ପାଇଁ ଆପଣା ଗାଲ ଦେଖାଇ ଦେଉ ଏବଂ ତାଙ୍କୁ ପୂର୍ଣ୍ଣ ସନ୍ତୋଷ ପାଇବା ପାଇଁ ଅନୁରୋଧ କରୁ। Ver Capítuloପବିତ୍ର ବାଇବଲ (Re-edited) - (BSI)30 ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ।ଣ Ver Capítuloଓଡିଆ ବାଇବେଲ30 ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇ ଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ। Ver Capítulo |