ବିଳାପ 3:8 - ପବିତ୍ର ବାଇବଲ8 ଏପରି କି ମୁଁ ସାହାଯ୍ୟ ପାଇଁ ଆର୍ତ୍ତ ଚିତ୍କାର କଲେ ବି ସଦାପ୍ରଭୁ ମୋ’ ପ୍ରାର୍ଥନା ଶୁଣି ନାହାନ୍ତି। Ver Capítuloପବିତ୍ର ବାଇବଲ (Re-edited) - (BSI)8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ଵର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି। Ver Capítuloଓଡିଆ ବାଇବେଲ8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ୱର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି। Ver Capítulo |