ବିଳାପ 4:14 - ପବିତ୍ର ବାଇବଲ14 ସେହି ଯାଜକଗଣ ଓ ଭବିଷ୍ୟଦ୍ବକ୍ତାଗଣ ଅନ୍ଧ ଲୋକପରି ରାସ୍ତାରେ ବୁଲିଲେ, ସେମାନେ ରକ୍ତରେ ଅଶୁଚି ହୋଇଥିଲେ। ତେଣୁ କେହି ତାଙ୍କର ବସ୍ତ୍ର ସ୍ପର୍ଶ କଲେ ନାହିଁ। Ver Capítuloପବିତ୍ର ବାଇବଲ (Re-edited) - (BSI)14 ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ତରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି। Ver Capítuloଓଡିଆ ବାଇବେଲ14 ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନେ ଅନ୍ଧ ଲୋକମାନଙ୍କ ପରି ଦାଣ୍ଡରେ ଭ୍ରମଣ କରନ୍ତି, ସେମାନେ ରକ୍ତରେ ଅଶୁଚି ହୋଇଅଛନ୍ତି, ଏଣୁ ଲୋକେ ସେମାନଙ୍କର ବସ୍ତ୍ର ସ୍ପର୍ଶ କରି ନ ପାରନ୍ତି। Ver Capítulo |