ଲେବୀୟ ପୁସ୍ତକ 11:7 - ପବିତ୍ର ବାଇବଲ7 ଆଉ କେତେକ ପ୍ରାଣୀ ଅଛନ୍ତି ଯେଉଁମାନଙ୍କର ଦୁଇଫାଳ ବିଶିଷ୍ଟ ଖୁରା ଅଛି। ମାତ୍ର ସେମାନେ ପାକୁଳି କରନ୍ତି ନାହିଁ। ସେଗୁଡ଼ିକୁ ମଧ୍ୟ ତୁମ୍ଭେମାନେ ଭୋଜନ କରିବ ନାହିଁ। ସେପ୍ରକାର ପ୍ରାଣୀ ହେଉଛି ଶୂକର, ସେ ମଧ୍ୟ ତୁମ୍ଭମାନଙ୍କ ପାଇଁ ଅଶୁଚି। Ver Capítuloପବିତ୍ର ବାଇବଲ (Re-edited) - (BSI)7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। Ver Capítuloଓଡିଆ ବାଇବେଲ7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ-ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। Ver Capítulo |