La Biblia Online

- Anuncios -




ଲେବୀୟ ପୁସ୍ତକ 13:30 - ପବିତ୍ର ବାଇବଲ

30 ଯାଜକ ସେହି ଘା’ ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦେଖାଯାଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

30 ଆଉ ଦେଖ, ଯେବେ ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ।

Ver Capítulo Copiar

ଓଡିଆ ବାଇବେଲ

30 ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।

Ver Capítulo Copiar




ଲେବୀୟ ପୁସ୍ତକ 13:30

Síguenos en:

Anuncios


Anuncios