ଲେବୀୟ ପୁସ୍ତକ 14:24 - ପବିତ୍ର ବାଇବଲ24 ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ। ତା'ପରେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳନ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)24 ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ; Ver Capítuloଓଡିଆ ବାଇବେଲ24 ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ। Ver Capítulo |