ଲେବୀୟ ପୁସ୍ତକ 15:24 - ପବିତ୍ର ବାଇବଲ24 “ଯଦି ରଜସ୍ୱାଳା ସମୟରେ କୌଣସି ପୁରୁଷ ସେହି ସ୍ତ୍ରୀଲୋକ ସହିତ ଦୈହିକ ସମ୍ପର୍କ ରଖେ, ସେ ମଧ୍ୟ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ। ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ ତାହା ଅଶୁଚି ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)24 ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ। Ver Capítuloଓଡିଆ ବାଇବେଲ24 ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ। Ver Capítulo |