La Biblia Online

- Anuncios -




ଲେବୀୟ ପୁସ୍ତକ 16:34 - ପବିତ୍ର ବାଇବଲ

34 ପୁଣି ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କର୍ମ କଲେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

34 ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ। ତହୁଁ ସେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।

Ver Capítulo Copiar

ଓଡିଆ ବାଇବେଲ

34 ପୁଣି, ଇସ୍ରାଏଲ ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।

Ver Capítulo Copiar




ଲେବୀୟ ପୁସ୍ତକ 16:34

Síguenos en:

Anuncios


Anuncios