ଲେବୀୟ ପୁସ୍ତକ 18:13 - ପବିତ୍ର ବାଇବଲ13 ତୁମ୍ଭେ ତୁମ୍ଭର ମାଉସୀ ସହିତ ମଧ୍ୟ ଯୌନ ସମ୍ପର୍କ ରଖିବ ନାହିଁ। କାରଣ ସେ ତୁମ୍ଭ ମାଙ୍କର ଅତି ନିକଟ ସମ୍ପର୍କୀୟା। Ver Capítuloପବିତ୍ର ବାଇବଲ (Re-edited) - (BSI)13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରଜାତା। Ver Capítuloଓଡିଆ ବାଇବେଲ13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରରେ ଜନ୍ମ ହୋଇଛି। Ver Capítulo |