La Biblia Online

- Anuncios -




ଲେବୀୟ ପୁସ୍ତକ 18:14 - ପବିତ୍ର ବାଇବଲ

14 ତୁମ୍ଭେ ତୁମ୍ଭର କକାଙ୍କ ସ୍ତ୍ରୀ ସହିତ ଦୈହିକ ସମ୍ପର୍କ ରଖିବ ନାହିଁ। ତାଙ୍କର ସ୍ତ୍ରୀଙ୍କୁ ଅନୁନୟ କର ନାହିଁ। ସେ ତୁମ୍ଭର ଖୁଢ଼ୀ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

14 ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପନିୀ।

Ver Capítulo Copiar

ଓଡିଆ ବାଇବେଲ

14 ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।

Ver Capítulo Copiar




ଲେବୀୟ ପୁସ୍ତକ 18:14

Síguenos en:

Anuncios


Anuncios