La Biblia Online

- Anuncios -




ଲେବୀୟ ପୁସ୍ତକ 19:6 - ପବିତ୍ର ବାଇବଲ

6 ବଳିଦାନ ଦିନ କିମ୍ବା ତା'ର ପରଦିନ ତାହା ଭୋଜନ କରାଯିବ। ଯଦି ତୃତୀୟ ଦିନକୁ ଅବଶିଷ୍ଟ ବଞ୍ଚିବ ତେବେ ତାକୁ ଦ‌‌‌‌ଗ୍‌‌‌‌ଧ କରିବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

6 ବଳିଦାନ ଦିନ ଓ ତହିଁ ଆର ଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।

Ver Capítulo Copiar

ଓଡିଆ ବାଇବେଲ

6 ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ବଳିଦାନ ଦିନ ଓ ତହିଁ ଆରଦିନ ତାହା ଭୋଜନ କରାଯିବ; ପୁଣି, ତୃତୀୟ ଦିନ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରହିଲେ, ତାହା ଦଗ୍ଧ କରାଯିବ।

Ver Capítulo Copiar




ଲେବୀୟ ପୁସ୍ତକ 19:6

Síguenos en:

Anuncios


Anuncios