La Biblia Online

- Anuncios -




ଲେବୀୟ ପୁସ୍ତକ 20:21 - ପବିତ୍ର ବାଇବଲ

21 “ଯଦି କେହି ଭାତୃବଧୂକୁ ବିବାହ କରେ, ଏହା ଗୋଟିଏ ଅଶୁଦ୍ଧ କାର୍ଯ୍ୟ ଅଟେ, ସେ ତାଙ୍କର ଭାଇଙ୍କୁ ଅସମ୍ମାନ କରିଥାଏ। ସେହି ସ୍ତ୍ରୀ ତା'ର ଭାଇର ଅଟେ। ସେମାନଙ୍କର ସନ୍ତାନ ଜନ୍ମ ହେବ ନାହିଁ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ଯେବେ କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।

Ver Capítulo Copiar

ଓଡିଆ ବାଇବେଲ

21 ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।

Ver Capítulo Copiar




ଲେବୀୟ ପୁସ୍ତକ 20:21

Síguenos en:

Anuncios


Anuncios