ଲେବୀୟ ପୁସ୍ତକ 23:12 - ପବିତ୍ର ବାଇବଲ12 “ପୁଣି ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ଏକ ବର୍ଷୀୟ ନିଖୁଣ ମେଷବତ୍ସ ଗୋଟିଏ ଉତ୍ସର୍ଗ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)12 ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁଣ ଏକ ମେଷବତ୍ସ ଉତ୍ସର୍ଗ କରିବ। Ver Capítuloଓଡିଆ ବାଇବେଲ12 ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ଯେଉଁ ଦିନ ତୁମ୍ଭେମାନେ ସେହି ବିଡ଼ା ଦୋଳାଇବ, ସେହି ଦିନ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ପ୍ରଥମବର୍ଷୀୟ ନିଖୁନ୍ତ ଏକ ମେଷବତ୍ସ ଉତ୍ସର୍ଗ କରିବ। Ver Capítulo |