ଲେବୀୟ ପୁସ୍ତକ 24:19 - ପବିତ୍ର ବାଇବଲ19 “ଯଦି କୌଣସି ବ୍ୟକ୍ତି ନିଜ ପ୍ରତିବାସୀକୁ ଆଘାତ କରେ, ତେବେ ସମପରିମାଣର ଆଘାତ ସେହି ଲୋକକୁ ଦିଆଯିବ। Ver Capítuloପବିତ୍ର ବାଇବଲ (Re-edited) - (BSI)19 ଆଉ, କୌଣସି ମନୁଷ୍ୟ ଯେବେ ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେପରି ତାହା ପ୍ରତି କରାଯିବ Ver Capítuloଓଡିଆ ବାଇବେଲ19 ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ। Ver Capítulo |