ଲେବୀୟ ପୁସ୍ତକ 25:17 - ପବିତ୍ର ବାଇବଲ17 ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ। କିନ୍ତୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Ver Capítuloପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେମାନେ ଏକଆରେକର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Ver Capítuloଓଡିଆ ବାଇବେଲ17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Ver Capítulo |