ଲେବୀୟ ପୁସ୍ତକ 25:31 - ପବିତ୍ର ବାଇବଲ31 ମାତ୍ର ଗ୍ରାମଗୁଡ଼ିକର ଗୃହମାନ ପ୍ରାଚୀର ଦ୍ୱାରା ଘେରାଉ ହୋଇ ନାହିଁ। ସେହି ନିର୍ମିତ ମହୋଲ୍ଲାସ-ଉତ୍ସବ ସମୟରେ ପ୍ରଥମ ବିକ୍ରେତା ନିକଟକୁ ଫେରିଯିବ। Ver Capítuloପବିତ୍ର ବାଇବଲ (Re-edited) - (BSI)31 ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହମାନ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ; ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ। Ver Capítuloଓଡିଆ ବାଇବେଲ31 ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୁବ୍ଲୀ ସମୟରେ ତାହା ମୁକ୍ତ ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହଗୁଡ଼ିକ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ। Ver Capítulo |