La Biblia Online

- Anuncios -




ଲେବୀୟ ପୁସ୍ତକ 26:21 - ପବିତ୍ର ବାଇବଲ

21 “ଆଉ ଯଦି ତୁମ୍ଭେମାନେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଳେଶ ଦେବା। ତୁମ୍ଭେମାନେ ଯେତେ ଅଧିକ ପାପ କରିବ ସେତେ ଅଧିକ ଦଣ୍ତ ପାଇବ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

21 ଆଉ ଯେବେ ତୁମ୍ଭେମାନେ ଆମ୍ଭର ପ୍ରତିକୂଳାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଳେଶ ଦେବା।

Ver Capítulo Copiar

ଓଡିଆ ବାଇବେଲ

21 ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା।

Ver Capítulo Copiar




ଲେବୀୟ ପୁସ୍ତକ 26:21

Síguenos en:

Anuncios


Anuncios