ଲେବୀୟ ପୁସ୍ତକ 26:27 - ପବିତ୍ର ବାଇବଲ27 “ଏହା ହେଲା ପରେ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ ଓ ଆମ୍ଭର ପ୍ରତିକୂଳାଚରଣ କରିବ। Ver Capítuloପବିତ୍ର ବାଇବଲ (Re-edited) - (BSI)27 ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ପ୍ରତିକୂଳାଚରଣ କରିବ; Ver Capítuloଓଡିଆ ବାଇବେଲ27 ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ; Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହା ହେଲେ ହେଁ ଯଦି ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ବିରୁଦ୍ଧାଚରଣ କରିବ; Ver Capítulo |