ଲେବୀୟ ପୁସ୍ତକ 27:15 - ପବିତ୍ର ବାଇବଲ15 ଆଉ ଯଦି ଗୃହ ଉତ୍ସର୍ଗକାରୀ ନିଜ ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ନିରୂପିତ ମୂଲ୍ୟର ଅଧିକ ଦେବ, ତା'ପରେ ସେ ଗୃହ ତା'ର ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)15 ଆଉ, ଯେବେ ଗୃହ-ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ। Ver Capítuloଓଡିଆ ବାଇବେଲ15 ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ। Ver Capítulo |