ଲେବୀୟ ପୁସ୍ତକ 27:30 - ପବିତ୍ର ବାଇବଲ30 “ଭୂମିର ଶସ୍ୟ ହେଉ କି ବୃକ୍ଷର ଫଳ ହେଉ, ଉତ୍ପନ୍ନ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ। ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ। Ver Capítuloପବିତ୍ର ବାଇବଲ (Re-edited) - (BSI)30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। Ver Capítuloଓଡିଆ ବାଇବେଲ30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି ଭୂମିର ଶସ୍ୟ କି ବୃକ୍ଷର ଫଳ ହେଉ, ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟର ଦଶମାଂଶ ସଦାପ୍ରଭୁଙ୍କର ହେବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର। Ver Capítulo |