ଲେବୀୟ ପୁସ୍ତକ 6:11 - ପବିତ୍ର ବାଇବଲ11 ତା'ପରେ ଯାଜକ ଆପଣା ବସ୍ତ୍ର ବଦଳାଇ ଅନ୍ୟ ବସ୍ତ୍ର ପିନ୍ଧିବ। ସେ ସେହି ଭସ୍ମକୁ ଛାଉଣି ବାହାରେ ଏକ ଶୁଚି ସ୍ଥାନକୁ ନେଇଯିବ। Ver Capítuloପବିତ୍ର ବାଇବଲ (Re-edited) - (BSI)11 ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇ ଯିବ। Ver Capítuloଓଡିଆ ବାଇବେଲ11 ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇ ଯିବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇଯିବ। Ver Capítulo |