ଲେବୀୟ ପୁସ୍ତକ 6:7 - ପବିତ୍ର ବାଇବଲ7 ତା'ପରେ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ କରିବ। ତେଣୁ ସେ ଯେଉଁ କର୍ମ ଯୋଗୁଁ ଦୋଷୀ ହୋଇଥିବ ସେଥିରୁ କ୍ଷମା ପ୍ରାପ୍ତ ହେବ।” Ver Capítuloପବିତ୍ର ବାଇବଲ (Re-edited) - (BSI)7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ଵାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ। Ver Capítuloଓଡିଆ ବାଇବେଲ7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।” Ver Capítulo |