ଲେବୀୟ ପୁସ୍ତକ 7:8 - ପବିତ୍ର ବାଇବଲ8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତା'ର ସେହି ଉତ୍ସର୍ଗୀକୃତ ହୋମବଳିର ଚର୍ମ ସେହି ଯାଜକ ନିଜେ ନେବ। Ver Capítuloପବିତ୍ର ବାଇବଲ (Re-edited) - (BSI)8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସୃଷ୍ଟ ହୋମବଳିର ଚର୍ମ ସେହି ଯାଜକର ନିଜ ପାଇଁ ହେବ। Ver Capítuloଓଡିଆ ବାଇବେଲ8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ। Ver Capítulo |