ଲେବୀୟ ପୁସ୍ତକ 8:12 - ପବିତ୍ର ବାଇବଲ12 ଏହା ପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ମଧ୍ୟ ପବିତ୍ର କଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)12 ଅନନ୍ତର ସେ ହାରୋଣଙ୍କୁ ପ୍ରତିଷ୍ଠା କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ। Ver Capítuloଓଡିଆ ବାଇବେଲ12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ। Ver Capítulo |