La Biblia Online

- Anuncios -




ଲୂକ ଲିଖିତ ସୁସମାଚାର 1:5 - ପବିତ୍ର ବାଇବଲ

5 ହେରୋଦ ଯିହୂଦାର ରାଜା ଥିବା ସମୟରେ ଜିଖରିୟ ନାମକ ଜଣେ ଯାଜକ ଥିଲେ। ସେ ‘ଅବିୟଙ୍କ’ ଦଳର ଲୋକ ଥିଲେ। ତାହାଙ୍କ ପତ୍ନୀଙ୍କ ନାମ ଥିଲା ଏଲୀଶାବେଥ। ଏଲୀଶାବେଥ ହାରୋଣ ବଂଶର ଝିଅ ଥିଲେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

5 ଯିହୁଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମକ ଜଣେ ଯାଜକ ଥିଲେ; ତାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାଙ୍କର ନାମ ଏଲୀଶାବେଥ।

Ver Capítulo Copiar

ଓଡିଆ ବାଇବେଲ

5 ଯିହୂଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ ।

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

5 “ଯିହୁଦାର ରାଜା ହେରୋଦଙ୍କ ସମୟରେ ଅବୀୟ ଦଳର ଜିଖରିୟ ନାମକ ଜଣେ ଯାଜକ ଥିଲେ। ତାଙ୍କର ପତ୍ନୀ ଏଲିଶାବେଥ୍ ହାରୋଣ ଯାଜକଙ୍କ ବଂଶଜ ଥିଲେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ।

Ver Capítulo Copiar




ଲୂକ ଲିଖିତ ସୁସମାଚାର 1:5

Síguenos en:

Anuncios


Anuncios