La Biblia Online

- Anuncios -




ଲୂକ ଲିଖିତ ସୁସମାଚାର 1:50 - ପବିତ୍ର ବାଇବଲ

50 ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେ ସେମାନଙ୍କୁ ସଦାସର୍ବଦା ଦୟା କରନ୍ତି।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।

Ver Capítulo Copiar

ଓଡିଆ ବାଇବେଲ

50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ ।

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

50 ଯେଉଁମାନେ ତାଙ୍କୁ ସମ୍ମାନ ଦିଅନ୍ତି, ସେମାନଙ୍କୁ ବଂଶାନୁକ୍ରମେ ସେ ଦୟା ପ୍ରଦର୍ଶନ କରନ୍ତି।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ।

Ver Capítulo Copiar




ଲୂକ ଲିଖିତ ସୁସମାଚାର 1:50

Síguenos en:

Anuncios


Anuncios