ଲୂକ ଲିଖିତ ସୁସମାଚାର 1:53 - ପବିତ୍ର ବାଇବଲ53 ସେ ଭୋକିଲା ଲୋକଙ୍କୁ ଭଲ ବିଷୟ ଦେଇ ତୃପ୍ତ କଲେ, କିନ୍ତୁ ଧନୀ ଓ ସ୍ୱାର୍ଥପର ଲୋକଙ୍କୁ ଖାଲି ହାତରେ ଫେରାଇଦେଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)53 ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି। Ver Capítuloଓଡିଆ ବାଇବେଲ53 ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି । Ver Capítuloପବିତ୍ର ବାଇବଲ (CL) NT (BSI)53 ସେ କ୍ଷୁଧିତମାନଙ୍କୁ ଉତ୍ତମ ଆହାରରେ ପୂର୍ଣ୍ଣ କରିଛନ୍ତି ଓ ଧନୀମାନଙ୍କୁ ଶୂନ୍ୟ ହସ୍ତରେ ଫେରାଇ ଦେଇଛନ୍ତି। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି। Ver Capítulo |