ଲୂକ ଲିଖିତ ସୁସମାଚାର 1:79 - ପବିତ୍ର ବାଇବଲ79 ମୃତ୍ୟୁର ଭୟରେ ଅନ୍ଧକାର ଭିତରେ ବାସ କରୁଥିବା ଲୋକଙ୍କୁ ପରମେଶ୍ୱର ସାହାଯ୍ୟ କରିବେ। ସେ ଆମ୍ଭମାନଙ୍କୁ ଶାନ୍ତି ମାର୍ଗରେ ବାଟ କଢ଼େଇ ନେବେ।” Ver Capítuloପବିତ୍ର ବାଇବଲ (Re-edited) - (BSI)79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ଵାରା ପରିତ୍ରାଣଜ୍ଞାନ ଦେବା ନିମନ୍ତେ ତୁ ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ। Ver Capítuloଓଡିଆ ବାଇବେଲ79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ପ୍ରଭୁଙ୍କର ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ । Ver Capítuloପବିତ୍ର ବାଇବଲ (CL) NT (BSI)79 ଯେଉଁମାନେ ମୃତ୍ୟୁ ରୂପ ଅନ୍ଧକାର ଛାୟାରେ ବାସ କରନ୍ତି, ଶାନ୍ତି ପଥରେ ସେମାନଙ୍କୁ କଢ଼ାଇ ନେବା ପାଇଁ ସେ ସମସ୍ତଙ୍କ ଉପରେ ସ୍ୱର୍ଗରୁ ଆଲୋକ ପ୍ରଦାନ କରିବେ।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ତାହାଙ୍କ ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।” Ver Capítulo |