ଲୂକ ଲିଖିତ ସୁସମାଚାର 2:1 - ପବିତ୍ର ବାଇବଲ1 ସେହି ସମୟରେ ରୋମୀୟ ଶାସନ ଅନ୍ତର୍ଗତ ସମସ୍ତ ଦେଶର ଲୋକମାନଙ୍କ ଉଦ୍ଦେଶ୍ୟରେ କାଇସର ଅଗଷ୍ଟଙ୍କର ଗୋଟିଏ ଆଜ୍ଞା ଘୋଷଣା କରାଗଲା। ଆଜ୍ଞାଟି କୁହେ ଯେ, ସମସ୍ତେ ଜନଗଣନା ପାଇଁ ନିଜ ନିଜ ନାମର ପଞ୍ଜୀକରଣ କରିବେ। Ver Capítuloପବିତ୍ର ବାଇବଲ (Re-edited) - (BSI)1 ସେସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। Ver Capítuloଓଡିଆ ବାଇବେଲ1 ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା । Ver Capítuloପବିତ୍ର ବାଇବଲ (CL) NT (BSI)1 ସେହି ସମୟରେ ସମଗ୍ର ରୋମ ରାଜ୍ୟରେ ଜନଗଣନା କରିବା ପାଇଁ ସମ୍ରାଟ ଅଗଷ୍ଟସ୍ ଆଦେଶ ଜାରି କଲେ। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା। Ver Capítulo |