ଲୂକ ଲିଖିତ ସୁସମାଚାର 2:24 - ପବିତ୍ର ବାଇବଲ24 ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।” ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ। Ver Capítuloପବିତ୍ର ବାଇବଲ (Re-edited) - (BSI)24 ପ୍ରଭୁଙ୍କ ବ୍ୟବସ୍ଥାଶାସ୍ତ୍ରରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାଶାସ୍ତ୍ରରେ ଉଲ୍ଲିଖିତ ଉକ୍ତି ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ଘେନିଗଲେ। Ver Capítuloଓଡିଆ ବାଇବେଲ24 ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ନେଇଗଲେ । Ver Capítuloପବିତ୍ର ବାଇବଲ (CL) NT (BSI)24 ପୁଣି ସେହି ବ୍ୟବସ୍ଥା ଅନୁଯାୟୀ ସେମାନଙ୍କୁ ଦୁଇଟି କାପ୍ତା ବା ଦୁଇଟି ପାରା ବଳି ଉତ୍ସର୍ଗ କରିବାକୁ ପଡ଼ିଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଗଲେ। Ver Capítulo |