ଲୂକ ଲିଖିତ ସୁସମାଚାର 3:12 - ପବିତ୍ର ବାଇବଲ12 କେତେକ କରଆଦାୟକାରୀ ବାପ୍ତିଜିତ ହେବା ପାଇଁ ଆସିଲେ। ସେମାନେ ଯୋହନଙ୍କୁ ପଗ୍ଭରିଲେ, “ହେ ଗୁରୁ! ଆମ୍ଭେମାନେ କ’ଣ କରିବୁ?” Ver Capítuloପବିତ୍ର ବାଇବଲ (Re-edited) - (BSI)12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା? Ver Capítuloଓଡିଆ ବାଇବେଲ12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କ'ଣ କରିବା ? Ver Capítuloପବିତ୍ର ବାଇବଲ (CL) NT (BSI)12 କେତେକ କରଆଦାୟକାରୀ ଦଳଦୀକ୍ଷା ନେବା ପାଇଁ ଆସିଲେ। ସେମାନେ ତାଙ୍କୁ ପଚାରିଲେ, “ହେ ଗୁରୁ, ଆମକୁ କ’ଣ କରିବାକୁ ହେବ?” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ କଅଣ କରିବା? Ver Capítulo |