ଲୂକ ଲିଖିତ ସୁସମାଚାର 3:21 - ପବିତ୍ର ବାଇବଲ21 ଯୋହନ କାରାଗାରରେ ବନ୍ଦୀ ହେବା ପୂର୍ବରୁ ସବୁ ଲୋକ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେଉଥିଲେ। ତା'ପରେ ଯୀଶୁ ମଧ୍ୟ ଆସିଲେ ଓ ତାହାଙ୍କ ଦ୍ୱାରା ବାପ୍ତିଜିତ ହେଲେ। ଯୀଶୁ ପ୍ରାର୍ଥନା କଲାବେଳେ ଆକାଶ ଖୋଲିଗଲା। Ver Capítuloପବିତ୍ର ବାଇବଲ (Re-edited) - (BSI)21 ସମସ୍ତ ଲୋକ ବାପ୍ତିଜିତ ହେଲା ଉତ୍ତାରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଉନ୍ମୁକ୍ତ ହେଲା, Ver Capítuloଓଡିଆ ବାଇବେଲ21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା, Ver Capítuloପବିତ୍ର ବାଇବଲ (CL) NT (BSI)21 ଅନ୍ୟ ସମସ୍ତେ ଜଳରେ ଦୀକ୍ଷିତ ହେବା ପରେ ଯୀଶୁ ମଧ୍ୟ ଜଳଦୀକ୍ଷା ଗ୍ରହଣ କଲେ। ସେହି ସମୟରେ ସେ ପ୍ରାର୍ଥନା କରୁଥିବା ବେଳେ ଆକାଶ ଉନ୍ମୁକ୍ତ ହେଲା Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା, Ver Capítulo |