ଲୂକ ଲିଖିତ ସୁସମାଚାର 4:18 - ପବିତ୍ର ବାଇବଲ18 “ପ୍ରଭୁଙ୍କ ଆତ୍ମା ମୋ'ଠାରେ ଅଛି। ଦୀନହୀନ ଲୋକଙ୍କ ନିକଟରେ ସୁସମାଗ୍ଭର ପ୍ରଗ୍ଭର କରିବା ପାଇଁ ପରମେଶ୍ୱର ମୋତେ ବାଛିଛନ୍ତି। ବନ୍ଦୀମାନେ ଯେ ମୁକ୍ତ ହୋଇ ପାରିଛନ୍ତି, ଏହା ସେମାନଙ୍କୁ ଶୁଣାଇବା ପାଇଁ ଅନ୍ଧମାନେ ପୁଣି ଦେଖି ପାରିବେ ବୋଲି ସେମାନଙ୍କୁ କହିବା ପାଇଁ, ଦୁଃଖ ଦୁର୍ଦ୍ଦଶାଗ୍ରସ୍ତ ଲୋକଙ୍କ ଦୁଃଖ ଦୂର କରିଦେବାକୁ Ver Capítuloପବିତ୍ର ବାଇବଲ (Re-edited) - (BSI)18 ପ୍ରଭୁଙ୍କର ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ, ପୁଣି ଉପଦ୍ରବପ୍ରାପ୍ତ ଲୋକମାନଙ୍କୁ ମୁକ୍ତ କରିବାକୁ, Ver Capítuloଓଡିଆ ବାଇବେଲ18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ, Ver Capítuloପବିତ୍ର ବାଇବଲ (CL) NT (BSI)18 “ପ୍ରଭୁଙ୍କ ଆତ୍ମା ମୋ’ ଉପରେ ଅଧିଷ୍ଠିତ, କାରଣ ଦରିଦ୍ରମାନଙ୍କ ନିକଟରେ ଶୁଭବାର୍ତ୍ତା ପ୍ରଚାର କରିବା ପାଇଁ ସେ ମୋତେ ମନୋନୀତ କରିଛନ୍ତି। ବନ୍ଦୀମାନଙ୍କ ନିକଟରେ ସେମାନଙ୍କ ମୁକ୍ତି ଘୋଷଣା କରିବା, ଅନ୍ଧକାମନଙ୍କୁ ଦୃଷ୍ଟିାକ୍ତି ଦାନ କରିବା, ନିର୍ଯ୍ୟାତିତମାନଙ୍କୁ ଉଦ୍ଧାର କରିବା Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ପ୍ରଭୁଙ୍କ ଆତ୍ମା ମୋʼଠାରେ ଅଧିଷ୍ଠିତ, ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି, ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି, ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ, Ver Capítulo |