ଲୂକ ଲିଖିତ ସୁସମାଚାର 4:21 - ପବିତ୍ର ବାଇବଲ21 ଯୀଶୁ ସେମାନଙ୍କୁ କହିଲେ, “ମୁଁ ପୁସ୍ତକରୁ ଯେଉଁ ଅଂଶ ବର୍ତ୍ତମାନ ପାଠକଲି, ତାହା ତୁମ୍ଭେମାନେ ଶୁଣିଲା ବେଳେ ଶାସ୍ତ୍ରରେ ଏହି ବାକ୍ୟ ଏବେ ସଫଳ ହେଲା।” Ver Capítuloପବିତ୍ର ବାଇବଲ (Re-edited) - (BSI)21 ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ କର୍ଣ୍ଣଗୋଚରରେ ସଫଳ ହେଲା। Ver Capítuloଓଡିଆ ବାଇବେଲ21 ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା । Ver Capítuloପବିତ୍ର ବାଇବଲ (CL) NT (BSI)21 ସେତେବେଳେ ସେ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ରରେ ଏହି ଯେଉଁ ଅଂଶ ଶୁଣିଲ, ତାହା ଆଜି ସଫଳ ହେଲା।” Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି, ସେ ସେମାନଙ୍କୁ କହିବାକୁ ଲାଗିଲେ, “ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା।” Ver Capítulo |