La Biblia Online

- Anuncios -




ଲୂକ ଲିଖିତ ସୁସମାଚାର 4:25 - ପବିତ୍ର ବାଇବଲ

25 “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଛି, ଏଲିୟଙ୍କ ସମୟରେ ଇସ୍ରାଏଲରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ବର୍ଷା ହେଲା ନାହିଁ ଓ ସାରା ଦେଶରେ ଭୀଷଣ ଦୁର୍ଭିକ୍ଷ ପଡ଼ିଲା, ସେତେବେଳେ ଇସ୍ରାଏଲରେ ବହୁ ସଂଖ୍ୟାରେ ବିଧବା ଥିଲେ।

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

25 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ରୁଦ୍ଧ ହେବାରୁ ସମସ୍ତ ଦେଶରେ ମହା ଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;

Ver Capítulo Copiar

ଓଡିଆ ବାଇବେଲ

25 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

25 “ମୋ’ କଥା ଶୁଣ: ଏଲିୟଙ୍କ ସମୟରେ ସମଗ୍ର ଦେଶରେ ସାଢ଼େ ଦିନି ବର୍ଷ ପର୍ଯ୍ୟନ୍ତ ଅନାବୃଷ୍ଟି ଓ ଦୁର୍ଭିକ୍ଷ ହୋଇଥିବା ସମୟରେ ଇଶ୍ରାୟେଲ ଦେଶରେ ଅନେକ ବିଧବା ଥିଲେ।

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ;

Ver Capítulo Copiar




ଲୂକ ଲିଖିତ ସୁସମାଚାର 4:25

Síguenos en:

Anuncios


Anuncios