La Biblia Online

- Anuncios -




ଲୂକ ଲିଖିତ ସୁସମାଚାର 5:34 - ପବିତ୍ର ବାଇବଲ

34 ଯୀଶୁ ସେମାନଙ୍କୁ କହିଲେ, “ବର, ବରଯାତ୍ରୀ ସହିତ ଥିବା ପର୍ଯ୍ୟନ୍ତ ତୁମ୍ଭେ କ’ଣ ବରଯାତ୍ରୀମାନଙ୍କୁ ଉପବାସରେ ରଖି ପାରିବ?

Ver Capítulo Copiar

ପବିତ୍ର ବାଇବଲ (Re-edited) - (BSI)

34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀ-ମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର?

Ver Capítulo Copiar

ଓଡିଆ ବାଇବେଲ

34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର ?

Ver Capítulo Copiar

ପବିତ୍ର ବାଇବଲ (CL) NT (BSI)

34 ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କ’ଣ ଭାବୁଛ, ବିବାହ ଉତ୍ସବରେ ବର ଉପସ୍ଥିତ ଥିବାବେଳେ ବରଯାତ୍ରୀମାନେ ଉପବାସ କରନ୍ତି? କଦାପି ନୁହେଁ!

Ver Capítulo Copiar

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇପାର?

Ver Capítulo Copiar




ଲୂକ ଲିଖିତ ସୁସମାଚାର 5:34

Síguenos en:

Anuncios


Anuncios