ଲୂକ ଲିଖିତ ସୁସମାଚାର 5:6 - ପବିତ୍ର ବାଇବଲ6 କେଉଟମାନେ ସେମାନଙ୍କର ଜାଲ ପାଣିରେ ପକେଇଲେ। ତାହାଙ୍କର ଜାଲସବୁ ଏତେ ମାଛରେ ବୋଝେଇ ହୋଇଗଲା ଯେ ଜାଲସବୁ ଛିଣ୍ଡି ଯିବାକୁ ଲାଗିଲା। Ver Capítuloପବିତ୍ର ବାଇବଲ (Re-edited) - (BSI)6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି ସେମାନଙ୍କ ଜାଲ ଛିଣ୍ତିବାକୁ ଲାଗିଲା। Ver Capítuloଓଡିଆ ବାଇବେଲ6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା । Ver Capítuloପବିତ୍ର ବାଇବଲ (CL) NT (BSI)6 ସେମାନେ ଜାଲ ପକାଇଲେ ଓ ଏତେ ମାଛ ପଡ଼ିଲା ଯେ ଜାଲଟି ଛିଣ୍ଡିଯିବା ପରି ହେଲା। Ver Capítuloଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା। Ver Capítulo |